ମୁମ୍ବାଇ : ପଞ୍ଚଭୂତରେ ଲୀନ ହେଲେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା

position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_8df048, __Noto_Sans_Fallback_8df048; font-size: 20px;"> ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାର । ଗତକାଲି (ବୁଧବାର) ଏକ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିଲା । ଆଜି ତାଙ୍କ ପାର୍ଥିବ ଶରୀରକୁ ବାରାମତି ସ୍ଥିତ ବିଦ୍ୟା ପ୍ରତିଷ୍ଠାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯାଇଛି ।

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଗତକାଲି(ଜାନୁଆରୀ 28) ଏକ ସାଧାରଣ ସଭାରେ ଯୋଗଦେବାକୁ ଯାଉଥିବା ସମୟରେ ବିମାନ ଦୁର୍ଘଟଣାର ଶିକାର ହୋଇଥିଲେ । ବିମାନଟି ବାରାମତିରେ ଜରୁରୀକାଳୀନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ପାଇଲଟଙ୍କ ସମେତ ଅନ୍ୟ 4 ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା । ଅଜିତ ପାୱାରଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ସ୍ତବ୍ଧ ହୋଇଯାଇଥିଲା ପୂରା ଦେଶ । ଆଜି ତାଙ୍କ ପାର୍ଥିବ ଶରୀରକୁ ବାରାମତି ସ୍ଥିତ ବିଦ୍ୟା ପ୍ରତିଷ୍ଠାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯାଇଛି ।


0 Comments