ଭୁବନେଶ୍ୱର: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ସ୍କୁଲ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହା ସହିତ ରାଜ୍ୟ ସରକାରଙ୍କ ଅଧୀନରେ ଥିବା କଲେଜ ଗୁଡିକରେ ଚାଲିଥିବା ପରୀକ୍ଷା ଆଦି କୁ ମଧ୍ୟ ବାତିଲ କରିଛନ୍ତି । ତେବେ ଆସନ୍ତା ୨୩ ରୁ ୨୫ ସମସ୍ତ ସ୍କୁଲ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଛୁଟି । ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ 14 ଜିଲ୍ଲାରେ ସ୍କୁଲ ଛୁଟି ଘୋସୋଣା କରାଯାଇଛି । ଯାହାକୁ
ନେଇ ଶିକ୍ଷକ ମାନେ ସ୍କୁଲ ଛୁଟି ପରେ ମଧ୍ୟ ୨୪ ଘଣ୍ଟିଆ ଆଲର୍ଟ ରହିବେ।
ବାତ୍ୟା 'ଦାନା' ପାଇଁ ସ୍କୁଲ କଲେଜ ବିଶ୍ୱବିଦ୍ୟାଳୟ ଛୁଟି ଘୋଷଣା । ୧୪ ଜିଲ୍ଲାରେ ୩ ଦିନ ପାଇଁ ସମସ୍ତ ସ୍କୁଲ କଲେଜ ବିଶ୍ୱବିଦ୍ୟାଳୟ ବନ୍ଦ । ଏହା ସହ ଯେଉଁ କଲେଜ ରେ ପରୀକ୍ଷା ଚଳୁଛି ତାହା ମଧ୍ୟ ବନ୍ଦ କରାଯାଇଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ। ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ଛୁଟି ଘୋଷଣା କରାଯାଇଛି ।
ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଖୋଲିବ କଣ୍ଟ୍ରୋଲ ରୁମ୍। ପ୍ରଧାନଶିକ୍ଷକମାନଙ୍କ ମୋବାଇଲ୍ ନମ୍ବର କଣ୍ଟ୍ରୋଲ ରୁମ୍ ଷ୍ଟାଫ୍ଙ୍କୁ ପ୍ରଦାନ କରାଯିବ। ଯାହା ଫଳରେ ଜରୁରୀକାଳୀନ ପରିସ୍ଥିତିରେ ବ୍ଳକ ଉନ୍ନୟନ ଅଧିକାରୀ (ବିଡିଓ) ଓ ତହସିଲ୍ଦାର ଯୋଗାଯୋଗ କରିପାରିବେ। ଏନେଇ ସମସ୍ତ ଜିଲ୍ଲାର ସମସ୍ତ ବିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ସ୍କୁଲ ଛୁଟି ଘୋଷଣା କଲେ ସରକାର । ଆସନ୍ତା 23ରୁ 25 ସ୍କୁଲ ଛୁଟି । ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ 14 ଜିଲ୍ଲାରେ ସ୍କୁଲ ଛୁଟି । ଛୁଟି ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ କମିଶନର । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାର ସ୍କୁଲ ଛୁଟି । ବାତ୍ୟା 'ଦାନା' ପାଇଁ ସ୍କୁଲ ଛୁଟି ଘୋଷଣା । ୧୪ ଜିଲ୍ଲାରେ ୩ ଦିନ ପାଇଁ ସ୍କୁଲ ବନ୍ଦ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ SRC ।