ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍" ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।
2, 22); font-family: "Noto Sans Oriya", Helvetica, Arial, sans-serif; font-size: 18px; text-align: justify;">ପ୍ରଧାନମନ୍ତ୍ରୀଙ୍କୁ ଏହି ପୁରସ୍କାରକୁ ଭାରତ ଏବଂ ନାମିବିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ଏକ ମାଇଲଖୁଣ୍ଟ ବୋଲି କହିଛନ୍ତି। ଏହା ସ୍ୱତନ୍ତ୍ର ଦ୍ୱିପାକ୍ଷିକ ଭାଗିଦାରୀକୁ ଅଧିକ ଉଚ୍ଚତାକୁ ନେବା ପାଇଁ ଉଭୟ ଦେଶର ଯୁବ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ।