ଭୁବନେଶ୍ୱର:- ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି । ତାଙ୍କୁ ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) /ଡାଇରେକ୍ଟର ଅଫ ସିଟିଜେନ ରେଜିଷ୍ଟ୍ରେସନ (ଡିସିଆର) ଭାବେ
background-color: rgb(246, 246, 246);">ନୂଆ ଦାୟିତ୍ବ ଦିଆଯାଇଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି କରାଯାଇଛି । ୨୦୨୫ ଡିସେମ୍ବର ୩୧ ଯାଏଁ ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ବରେ ରହିବେ ।