ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ବାଲେଶ୍ୱର ଫକିର ମୋହନ କଲେଜ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗୁରୁତର ଅବସ୍ଥାରେ ଦୁଇ ଦିନ ଧରି ଚିକିତ୍ସିତ ହେଉଛନ୍ତି ଆତ୍ମଦାହ ଉଦ୍ୟମ କରିଥିବା ବାଲେଶ୍ୱର ଫକିର ମୋହନ କଲେଜ ଛାତ୍ରୀ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବ ପରେ
: ; --tw-pinch-zoom: ; --tw-scroll-snap-strictness: proximity; --tw-gradient-from-position: ; --tw-gradient-via-position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 20px;">
ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି । ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍କୁ ଯାଇ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହ ବର୍ଣ୍ଣ ୟୁନିଟ୍ ଯାଇଥିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ।
ଗତ 12 ତାରିଖରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବାଲେଶ୍ବର ଏଫ.ଏମ୍ କଲେଜ ଛାତ୍ରୀ । ବର୍ତ୍ତମାନ ଚିକିତ୍ସାରେ ନିୟୋଜିତ ଅଛନ୍ତି ୧୨ ଜଣିଆ ଡାକ୍ତରୀ ଟିମ୍ । ବର୍ଣ୍ଣ ୱାର୍ଡରେ ଚାଲିଛି ଗୁରୁତର ଛାତ୍ରୀଙ୍କ ଚିକିତ୍ସା । ପୀଡ଼ିତା ଛାତ୍ରୀଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା ଚାଲିଛି । ପୀଡିତାଙ୍କ ବର୍ତ୍ତମାନ ଡାଏଲିସିସ ଚାଲିଛି । ଆଗାମୀ 48 ଘଣ୍ଟା ଛାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ଚିକିତ୍ସା କରୁଥିବା ଏମ୍ସ ଡାକ୍ତରୀ ଟିମ୍ । ଏମ୍ସ ଦିଲ୍ଲୀର ସହାୟତାରେ ପୀଡିତାଙ୍କ ଚିକିତ୍ସା ଚାଲିଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଜଟିଳ ରହିଛି ।