ଭୁବନେଶ୍ବର: ରାଜ୍ୟରେ ଶୀତର ଲହରୀ ଜାରି ରହିଥିବା ବେଳେ ଆଗାମୀ 2ରୁ 3ଦିନ ମଧ୍ୟରେ ଆହୁରି କମିବ ତାପମାତ୍ରା । ଆସନ୍ତା 24 ଘଣ୍ଟାରେ ଘନ କୁହୁଡି ପାଇଁ 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା, 

0px solid rgb(237, 242, 247); box-sizing: border-box; --tw-border-spacing-x: 0; --tw-border-spacing-y: 0; --tw-translate-x: 0; --tw-translate-y: 0; --tw-rotate: 0; --tw-skew-x: 0; --tw-skew-y: 0; --tw-scale-x: 1; --tw-scale-y: 1; --tw-pan-x: ; --tw-pan-y: ; --tw-pinch-zoom: ; --tw-scroll-snap-strictness: proximity; --tw-gradient-from-position: ; --tw-gradient-via-position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_8df048, __Noto_Sans_Fallback_8df048; font-size: 17px;">ମନୋରମା ମହାନ୍ତି କହିଛନ୍ତି," ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ ସାମାନ୍ୟ କମ୍ ରହିଥିବା ବେଳେ ଆଗାମୀ 2 ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପରେ 2ରୁ 3 ଡିଗ୍ରୀ ତାପମାତ୍ରା କମିବା ସହ ପୁଣି ବଢିବ ଶୀତ । ଏହାସହ ଆସନ୍ତା ୨ ଦିନ ଯାଏଁ ଘନ କୁହୁଡିର ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ, ଝାରସୁଗୁଡା, କନ୍ଧମାଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଯଦି ଦେଖିବା ଆସନ୍ତା 7 ଦିନ ଯାଏଁ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡି କିଛି ସ୍ଥାନରେ ଦୃଶ୍ୟମାନ ହେବାର ସମ୍ଭାବନା ରହିଛି ।"

0 Comments